୩୧ ଅକ୍ଟୋବର–୬ ନଭେମ୍ବର
୨ ରାଜାବଳୀ ୩-୪
ଗୀତ ୧୫୧ ଏବଂ ପ୍ରାର୍ଥନା
ପ୍ରାରମ୍ଭିକ ଟିପ୍ପଣୀ (୧ ମି.)
ବାଇବଲର ବହୁମୂଲ୍ୟ ଧନ ପାଆନ୍ତୁ
“ତମ ପୁଅକୁ କୋଳରେ ଉଠାଇ ନିଅ”: (୧୦ ମି.)
ବହୁମୂଲ୍ୟ ରତ୍ନ: (୧୦ ମି.)
୨ରାଜା ୪:୩୮—“ଭବିଷ୍ୟଦ୍ବକ୍ତାଗଣର ପୁତ୍ରମାନେ” ହୁଏତ କେଉଁମାନେ ଥିଲେ ? (ଇନସାଇଟ୍-୨ ପୃ ୬୯୭ ¶୨)
ଏ ସପ୍ତାହର ଅଧ୍ୟାୟଗୁଡ଼ିକରୁ ଆପଣ ଯିହୋବାଙ୍କ ବିଷୟରେ ଏବଂ ପ୍ରଚାର ସେବା କିମ୍ବା ଅନ୍ୟ କୌଣସି ବିଷୟରେ କʼଣ ଶିଖିଲେ ?
ବାଇବଲ ପଠନ: (୪ ମି.) ୨ରାଜା ୩:୧-୧୨ (ଶିଖାଇବା ଅଧ୍ୟୟନ ୫)
ପ୍ରଚାର ସେବାରେ ଦକ୍ଷତା ବଢ଼ାନ୍ତୁ
ପ୍ରଥମ ସାକ୍ଷାତ: (୩ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆରମ୍ଭ କରନ୍ତୁ । କଥାବାର୍ତ୍ତାରେ ସାଧାରଣତଃ ଆସୁଥିବା ଏକ ବାଧାକୁ ପାର କରନ୍ତୁ । (ଶିଖାଇବା ଅଧ୍ୟୟନ ୧୭)
ପୁନଃସାକ୍ଷାତ: (୪ ମି.) “କଥାବାର୍ତ୍ତା କିପରି କରିବା ?” ଭାଗରେ ଯେଉଁ ବିଷୟରେ ପରାମର୍ଶ ଦିଆଯାଇଛି, ତାʼ ଉପରେ କଥାବାର୍ତ୍ତା ଆଗକୁ ବଢ଼ାନ୍ତୁ । (ଶିଖାଇବା ଅଧ୍ୟୟନ ୨୦)
ଭାଷଣ: (୫ ମି.) ପ୍ର୧୩-ହି ୮/୧୫ ପୃ ୨୮-୨୯—ବିଷୟବସ୍ତୁ: ଆପଣ ଇଲୀଶାୟଙ୍କ ଭଳି ନମ୍ର ହୋଇ ଯିହୋବାଙ୍କ ସେବା କିପରି କରିପାରିବେ ? (ଶିଖାଇବା ଅଧ୍ୟୟନ ୧୫)
ଖ୍ରୀଷ୍ଟୀୟ ଜୀବନଯାପନ କରନ୍ତୁ
“ନିଜର ଲୋକମାନଙ୍କୁ ହରାଇବାର ଦୁଃଖ କିପରି ସହିବା ?”: (୧୫ ମି.) ଆଲୋଚନା; ଯେତେବେଳେ ଆମେ କାହାରିକୁ ମୃତ୍ୟୁରେ ହରାଉ ନାମକ ଭିଡିଓ ଦେଖାନ୍ତୁ ।
ମଣ୍ଡଳୀର ବାଇବଲ ଅଧ୍ୟୟନ: (୩୦ ମି.) ଜୀବନ ପାଠ ୨୫
ଶେଷ ଟିପ୍ପଣୀ (୩ ମି.)
ଗୀତ ୧୩୯ ଏବଂ ପ୍ରାର୍ଥନା